ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ମନ୍ତ୍ରୀ ସୁରେଶ ପୂଜାରୀ
ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ଅସୁସ୍ଥତା କାରଣରୁ ଅଧିକ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସ ସ୍ଥାନାନ୍ତର କରାଯାଇଥିବା ମିଳିଛି ସୂଚନା । ହୃଦରୋଗ ସମସ୍ୟା ପାଇଁ ସେ ଗତ ମଙ୍ଗଳବାର ଭୁବନେଶ୍ୱର ଏମ୍ସରେ ହୋଇଥିଲେ ଭର୍ତ୍ତି । ଡାକ୍ତରଙ୍କ ପରାମର୍ଶ କ୍ରମେ ତାଙ୍କୁ ଗୁରୁବାର ଦିଲ୍ଲୀ ଏମ୍ସକୁ କରାଯାଇଛି ସ୍ଥାନାନ୍ତର।
What's Your Reaction?