ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ହେବେ ଆତିଶୀ ମାର୍ଲେନା । ଆପ୍ ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ପରେ ଏନେଇ ହୋଇଛି ଘୋଷଣା ।ମୁଖ୍ୟମନ୍ତ୍ରୀ ପଦରୁ ଆଜି ଔପଚାରିକ ଭାବେ ଇସ୍ତଫା ଦେବେ ଅରବିନ୍ଦ କେଜ୍ରିୱାଲ ।
What's Your Reaction?