ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ

Apr 1, 2025 - 15:25
 0  5
ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ

ଦିଲ୍ଲୀରେ ପାଳନ ହେବ ଓଡ଼ିଶା ପର୍ବ । ଆଗାମୀ ଦିନରେ ଧୂମଧାମରେ  ହେବ ଏହି ପର୍ବ ପାଳନ ।  ଉତ୍କଳ ଦିବସରେ ଏନେଇ ବଡ଼ ଘୋଷଣା କରିଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ।

What's Your Reaction?

like

dislike

love

funny

angry

sad

wow