ଦୁର୍ବଳ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଅବପାତ

Jul 21, 2024 - 13:34
 0  6
ଦୁର୍ବଳ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଅବପାତ

ଦୁର୍ବଳ ହେଉଛି ବଙ୍ଗୋପସାଗରରେ ସୃଷ୍ଟ ଅବପାତ । ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ଜାରି ରହିଛି ବର୍ଷା । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ହୋଇଛି ପ୍ରବଳ ରୁ ଅତିପ୍ରବଳ ବର୍ଷା ।୨୪ ତାରିଖ ପର୍ୟ୍ୟନ୍ତ ମାଲକାନଗିରି ସମେତ ବିଭିନ୍ନ ଜିଲ୍ଲାରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଗତ ୨୪ ଘଣ୍ଟାରେ ମାଲକାନଗିରି ଚିତ୍ରକୋଣ୍ଡାରେ ସର୍ବାଧିକ ବର୍ଷା  କରାଯାଇଛି ଅନ୍ୟପଟେ  ୩ ଦିନ ପରେ ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା ।

What's Your Reaction?

like

dislike

love

funny

angry

sad

wow