ଦୁର୍ବଳ ହେଲା ଲଘୁଚାପ
ଦୁର୍ବଳ ହେଲା ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ।ଆଜିଠାରୁ ଓଡିଶାରୁ ଧୀରେ ଧୀରେ କମିବ ବର୍ଷାର ପ୍ରଭାବ।ହେଲେ ଆସନ୍ତାକାଲି ସଂଧ୍ୟା କିମ୍ବା ୨୮ ତାରିଖରେ ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ହୋଇପାରେ ବର୍ଷା । ବିଶେଷ କରି ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଯାଜପୁର, ସୋନପୁର, ବଲାଙ୍ଗୀର, ସମ୍ବଲପୁର, ବରଗଡ଼ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ରହିଛି ସମ୍ଭାବନା ।
What's Your Reaction?