ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

Jul 18, 2024 - 17:44
 0  1
ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ୍ କଳସ ମନା

ଶ୍ରାବଣ ମାସ ଆରମ୍ଭ ହେବା ପୂର୍ବରୁ କାଉଡିଆଙ୍କ ପାଇଁ ଆସିଛି ବଡ ଖବର । ଏଣିକି ଧବଳେଶ୍ୱର ପୀଠକୁ ପ୍ଲାଷ୍ଟିକ କଳସୀରେ ପାଣି ନେଇପାରିବେନି କାଉଡିଆ ମାନସିକଧାରୀ । ମିଳିଥିବା ସୂଚନା ମୁତାବକ, ଧବଳେଶ୍ୱରଙ୍କ ପାଖକୁ ନିଷେଧ ହେଇଛି ପ୍ଲାଷ୍ଟିକ୍ କଳସ । ଯଦି କେହି ମାନସିକଧାରୀ ପ୍ଲାଷ୍ଟିକ୍ କଳସ ଧରି ପାଣି ଲାଗି କରିବାକୁ ଆସନ୍ତି, ତେବେ ତାଙ୍କ ଜଳ ଲାଗି କରାଯିବନି ବୋଲି ମିଳିଛି ସୂଚନା।

What's Your Reaction?

like

dislike

love

funny

angry

sad

wow