ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ହେଲେ ବରିଷ୍ଠ ଓଏଏସ୍ ଆଦିତ୍ୟ ମହାପାତ୍ର
ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭାବରେ ନିଯୁକ୍ତି ପାଇଲେ ଓଏଏସ୍ ଆଦିତ୍ୟ ମହାପାତ୍ର। ବିରୋଧୀ ଦଳ ନେତା ଭାବେ ନବୀନଙ୍କ ବ୍ୟକ୍ତିଗତ ସଚିବ ହୋଇଛନ୍ତି ବରିଷ୍ଠ ଅଧିକାରୀ ଆଦିତ୍ୟ ମହାପାତ୍ର। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି।ପୂର୍ବରୁ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଥିଲେ ଆଦିତ୍ୟ ।
Jangyaseni Parida