ନଭେମ୍ବରରୁ ଧାନ କ୍ୱିଣ୍ଟାଲ ୩୧୦୦ ଟଙ୍କା

Oct 1, 2024 - 16:00
 0  8
ନଭେମ୍ବରରୁ ଧାନ କ୍ୱିଣ୍ଟାଲ ୩୧୦୦ ଟଙ୍କା

ଆସନ୍ତା ନଭେମ୍ବର ମାସରୁ ଧାନ କ୍ୱିଣ୍ଟାଲ ପିଛା ହେବ ୩୧ଶହ ଟଙ୍କା। ନଭେମ୍ବର ମାସରୁ ଆରମ୍ଭ ହେବ ଧାନ କିଣା ପ୍ରକ୍ରିୟା । ଚାଷୀଙ୍କୁ କ୍ୱିଣ୍ଟାଲ ପିଛା ଏମଏସପିଠାରୁ ୮୦୦ ଟଙ୍କା ଅଧିକ ଦେଇ ଧାନ କିଣିବେ ସରକାର । ଏନେଇ ପ୍ରେସମିଟ୍ କରି ସୂଚନା ଦେଇଛନ୍ତି ବିଜେପି ନେତା ସମୀର ଦାଶ । 

What's Your Reaction?

like

dislike

love

funny

angry

sad

wow