ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଆସନ୍ତାକାଲି ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ ଘୋଷଣା ହେବ ନୂଆ ସଭାପତିଙ୍କ ନାଁ। ଖୁବ୍ ଶୀଘ୍ର ଘୋଷଣା ହେବ ରାଜ୍ୟ ପରିଷଦ ଓ କାର୍ଯ୍ୟକାରିଣୀ।ଅନ୍ୟପକ୍ଷେ,ବିଜେଡିକୁ ମିଳିଛି ୧୮ ସଭାପତି। ଅର୍ଥାତ ବିଜେଡି ସାଗଂଠନିକ ନିର୍ବାଚନରେ ୧୮ ଜିଲାର ସଭାପତି ହୋଇଛନ୍ତି ଚୟନ। ବିଜେଡିର ସାଗଂଠନିକ ନିର୍ବାଚନରେ ୩୩ ସାଗଂଠନିକ ଜିଲାରୁ ୧୮ଟି ଜିଲା ସଭାପତିଙ୍କ ନାଁ ହୋଇଛି ଘୋଷଣା।
What's Your Reaction?






