ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ

Dec 20, 2024 - 14:50
 0  12
ନିରଞ୍ଜନ ପଟ୍ଟନାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢ଼ାଉ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ନିରଞ୍ଜନ ପଟ୍ଟନାୟକଙ୍କ ଘରେ ଆଜି ଚଢ଼ାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।  ନିରଞ୍ଜନଙ୍କ ଭୁବନେଶ୍ୱର ନୟାପଲ୍ଲୀ ସ୍ଥିତ ବାସଭବନ ସମେତ ତାଙ୍କ ଭାଇ ଓ ଜଣେ ସମ୍ପର୍କୀୟଙ୍କ ଘରେ କରାଯାଇଛି ଚଢ଼ାଉ। ବେଆଇନ ଅର୍ଥ କାରବାର ନେଇ ନିରଞ୍ଜନଙ୍କ ଘରେ ଚଢାଉ କରାଯାଇଥିବା ରହିଛି ସୂଚନା । ତେବେ ନିରଞ୍ଜନଙ୍କ ପକ୍ଷରୁ ଏନେଇ  ମିଳିପାରି ନାହିଁ କୌଣସି ପ୍ରତିକ୍ରିୟା। 

What's Your Reaction?

like

dislike

love

funny

angry

sad

wow