ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର।

Jul 18, 2024 - 11:48
 0  2
ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର।

ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର। ବାହାର ଭଣ୍ଡାର ପରେ ଭିତର ରତ୍ନଭଣ୍ଡାରରେ ପ୍ରବେଶ କଲେ ୧୧ ଜଣିଆ ସ୍ୱତନ୍ତ୍ର ଟିମ୍ । ବାହାରେ ପ୍ରଥମେ ଲୋକନାଥ ମହାପ୍ରଭୁଙ୍କୁୁ ପୂଜାର୍ଚ୍ଚନା କରାଯିବା ପରେ ଜଉମୁଦ ଲାଗିଥିବା ଚାବିରେ ତାଲା ଖୋଲାଯାଇଥିଲା । ଏହାପରେ ଟିମ୍ ସଦସ୍ୟ ଜଗନ୍ନାଥ ଭଜନ ଗାଇ ଗାଇ ଭିରତକୁ ପ୍ରବେଶ କରିଥିବା ସୂଚନା ରହିଛି । ଏହାପରେ ଭିତର ରତ୍ନଭଣ୍ଡାରକୁ ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦନିର ମୁଖ୍ୟ ପ୍ରଶାସକ, ଏସପି ପ୍ରବେଶ କରିଥିବା ଜଣାପଡିିଛି । ଟିମ୍ ସହ ଭିତର ଭଣ୍ଡାରକୁ ଯାଇଛନ୍ତି ଓଡ୍ରାଫ ଟିମ୍ । ଭିତର ଭଣ୍ଡାରକୁ ଆଲୋକିକରଣ କରାଯିବା ସହ ପୁରା ପ୍ରକ୍ରିୟାର ଭିଡିଓଗ୍ରାଫି କରାଯାଉଛି । 

What's Your Reaction?

like

dislike

love

funny

angry

sad

wow