ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢୀ

Jan 31, 2025 - 16:03
 0  2
ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ମଧୁସୂଦନ ପାଢୀ

ରାଜ୍ୟ ନିର୍ବାଚନ କମିଶନର ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇଏଏସ୍ ମଧୁସୂଦନ ପାଢୀ।ସେ ପୂର୍ବତନ ରାଜ୍ୟ ନିର୍ବାଚନ ଆୟୁକ୍ତ ଆଦିତ୍ୟ ପ୍ରସାଦ ପାଢ଼ୀଙ୍କଠାରୁ ଗ୍ରହଣ କରିଛନ୍ତି ଏହି ଦାୟିତ୍ବ। ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ ମଧୁସୂଦନ ପାଢ଼ୀ  ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ପ୍ରଥମେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ କରିଥିଲେ କାର୍ଯ୍ୟ । ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ଥିଲେ ସଚିବ ।

What's Your Reaction?

like

dislike

love

funny

angry

sad

wow