ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ଓଡିଶା ସରକାର

ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି ବୃଦ୍ଧି କଲେ ଓଡିଶା ସରକାର ।ଘୋଷଣା ମୁତାବକ ପୂର୍ବରୁ ପଞ୍ଜିକୃତ କୌଣସି ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ପୂର୍ବ ସରକାର ସମୟରେ ୪ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏହାକୁ ୬ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି ମୋହନ ସରକାର । ସେହିଭଳି ସ୍ୱଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ମିଳୁଥିବା ବେଳେ ଏବେ ଏହାକୁ ୩ ଲକ୍ଷ ଟଙ୍କାକୁ କରାଯାଇଛି ବୃଦ୍ଧି ।
What's Your Reaction?






