ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ହେବ ଦର୍ଶନ ବ୍ୟବସ୍ଥା

Dec 19, 2024 - 16:08
 0  4
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ହେବ ଦର୍ଶନ ବ୍ୟବସ୍ଥା

ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଶୃଙ୍ଖଳିତ ହେବ ଦର୍ଶନ ବ୍ୟବସ୍ଥା । ବ୍ୟାରିକେଡ୍ ଯୋଗେ ଦର୍ଶନ କରିବେ ଶ୍ରଦ୍ଧାଳୁ । ନାଟ ମଣ୍ଡପ ଭିତରେ ଭକ୍ତଙ୍କ ପାଇଁ ହେବ କାଠ ବ୍ୟାରିକେଡ । ସେଥିରେ ରହିବ ରାମ୍ପ ବ୍ୟବସ୍ଥା । ଆଗାମୀ ଦିନରେ ନାଟମଣ୍ଡପରେ ଶୀତତାପ ନିୟନ୍ତ୍ରିତ ବ୍ୟବସ୍ଥା ମଧ୍ୟ କରାଯିବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । 

What's Your Reaction?

like

dislike

love

funny

angry

sad

wow