ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

Aug 6, 2024 - 12:34
 0  6
ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ

ବଲାଙ୍ଗୀରରେ ନୂଆଁଖାଇ ପାଇଁ ଧାର୍ଯ୍ୟ ହେଲା ଲଗ୍ନ। ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀ ତିଥି ସେପ୍ଟେମ୍ବର ୮ତାରିଖ ସକାଳ ୯ଟା ୩୫ରୁ ୧୦ଟା ୭ଭିତରେ ଇଷ୍ଟଦେବୀଙ୍କ ନିକଟରେ ଲାଗି ହେବ ନବାନ୍ନ। ଏନେଇ ବଲାଙ୍ଗୀର ଜିଲ୍ଲାର ଜ୍ୟୋତିଷ ପଣ୍ଡିତ ମହାସଭା ନବାନ୍ନ ଲଗ୍ନ ନିର୍ଣ୍ଣାୟକ କମିଟିରେ ହୋଇଛି ନିଷ୍ପତି।

What's Your Reaction?

like

dislike

love

funny

angry

sad

wow