ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା

Aug 1, 2024 - 11:24
 0  3
ପର୍ଯ୍ୟଟକଙ୍କ ପାଇଁ ଆଜିଠୁ ଖୋଲିଲା ଭିତରକନିକା

ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ମେ ୧ ତାରିଖରୁ ବନ୍ଦ ରହିଥିଲା ବେଳେ ଆଜିଠୁ ଆଜିଠୁ ଭିତରକନିକା ଜାତୀୟ ଉଦ୍ୟାନ ବୁଲିବାର ସୁଯୋଗ ପାଇବେ ପର୍ଯ୍ୟଟକ। ଚଳିତ ଥର ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ ଆକର୍ଷଣ ପାଲଟିବ ନୂଆକରି ନିର୍ମାଣ ହୋଇଥିବା ସ୍କାୟ ୱାକ ସେତୁ। ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନରେ ବିଭିନ୍ନ ବ୍ୟବସ୍ଥା କରାଯାଇଥିବା ସୂଚନା ଦେଇଛନ୍ତି ରାଜନଗର ବନଖଣ୍ଡ ଅଧିକାରୀ ।

What's Your Reaction?

like

dislike

love

funny

angry

sad

wow