ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

Jul 16, 2024 - 13:24
 0  3
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟିହେଲା ଲଘୁଚାପ କ୍ଷେତ୍ର

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର, ତତସଲଗ୍ନ ଦକ୍ଷିଣ ଓଡ଼ିଶାର ଉପକୂଳବର୍ତି ଅଂଚଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏହାର ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି  ବର୍ଷା । ସେହିପରି ୧୯ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ରହିଛି ସମ୍ଭାବନା । ଫଳରେ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହେବା ସହ ଉପକୂଳବର୍ତି ଜିଲ୍ଲାରେ ହେବ ହାଲୁକାରୁ ମଧ୍ୟମ ଧରଣର ବର୍ଷା । ୨୧ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷାର ପ୍ରଭାବ ।

What's Your Reaction?

like

dislike

love

funny

angry

sad

wow