ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ

Jun 11, 2024 - 18:23
 0  5
ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ

ପାଟଣାଗଡ ବିଧାୟକ କେଭି ସିଂହଦେଓ ଏବଂ ନିମାପଡା ବିଧାୟିକା ପ୍ରଭାତୀ ପରିଡା ହେବେ ଉପ-ମୁଖ୍ୟମନ୍ତ୍ରୀ । ଏନେଇ ଆଜି ବିଜେପି ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ହେଇଛି । ତେବେ ଜଣେ ମୁଖ୍ୟମନ୍ତ୍ରୀ ଏବଂ ଦୁଇ ଜଣ ଉପ-ମୁଖ୍ୟମନ୍ତ୍ରୀ ଫର୍ମୁଲାରେ ଓଡିଶାରେ ସରକାର ଗଢିବ ବିଜେପି । ଆସନ୍ତାକାଲି ଏହି ନେତାମାନେ ବିଧିବଦ୍ଧ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିବେ ବୋଲି ଜଣାପଡିଛି ।

What's Your Reaction?

like

dislike

love

funny

angry

sad

wow