ପୁଣି ଓଡିଶାରେ ବଢିଲାଣି ତାତି

ପୁଣି ଓଡିଶାରେ ବଢିଲାଣି ତାତି। ୩୫ ଡିଗ୍ରୀ ଉପରେ ୯ ସହରର ତାପମାତ୍ରା। ଝାରସୁଗୁଡାରେ ସର୍ବାଧିକ ୩୭ ଡିଗ୍ରୀ ତାପମାତ୍ରା ହୋଇଛି ରେକର୍ଡ। ଚଳିତ ବର୍ଷର ଏହା ସର୍ବାଧିକ ତାପମାତ୍ରା। ହେଲେ ଆଗାମୀ ୪ ଦିନରେ ରାତି ତାପମାତ୍ରା ୫ ଡିଗ୍ରୀ କମିବା ନେଇ ଆକଳନ କରିଛି ପାଣିପାଗ ବିଭାଗ ।
What's Your Reaction?






