ପୁଣି କମିଲା ସୁନାଦର
ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୭୦,୮୫୦ ଟଙ୍କା ରହିଛି । ଗତକାଲି ଅର୍ଥାତ ବୁଧବାର ଅପେକ୍ଷା ଗୁରୁବାର କମିଛି ସୁନା ଦର।ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ରହିଛି ୧୦ ଗ୍ରାମ ପ୍ରତି ୬୪,୯୪୦ ଟଙ୍କା ଓ ୭୦,୮୫୦ ଟଙ୍କା ।
Jangyaseni Parida