ପୁଣି ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ

Aug 17, 2024 - 12:14
 0  5
ପୁଣି ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ

ପୁଣି ରାସନକାର୍ଡ ହିତାଧିକାରୀଙ୍କୁ ଚାଉଳ ସହ ମିଳିବ ଗହମ। ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ହିତାଧିକାରୀଙ୍କୁ ମିଳୁଥିବା ଚାଉଳର ୨୦ ପ୍ରତିଶତ ଗହମ ଦେବାକୁ କେନ୍ଦ୍ର ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ ନିକଟରେ ଦାବି କରିଥିବା କହିଛନ୍ତି ରାଜ୍ୟ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। 

What's Your Reaction?

like

dislike

love

funny

angry

sad

wow