ପୁରୀରେ ବିମାନବନ୍ଦର ପାଇଁ ମିଳିଲା ଜଙ୍ଗଲ ଜମି ମଞ୍ଜୁରୀ
ପୁରୀରେ ଅନ୍ତର୍ଜାତୀୟ ବିମାନବନ୍ଦର ନିର୍ମାଣ ପାଇଁ ମିଳିଲା ସବୁଜ ସଙ୍କେତ।ଏହି ବହୁ ପ୍ରତିକ୍ଷିତ ପ୍ରକଳ୍ପ ପାଇଁ ଜଙ୍ଗଲ ଜମି ବ୍ୟବହାର ନେଇ ମଞ୍ଜୁରୀ ପ୍ରଦାନ କରିଛନ୍ତି ପରିବେଶ, ଜଙ୍ଗଲ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରଣାଳୟ।ମନ୍ତ୍ରଣାଳୟ ପକ୍ଷରୁ ଏହି ପ୍ରକଳ୍ପ ପାଇଁ ମିଳିଛି 'ନୀତିଗତ ଷ୍ଟେଜ୍-୧' ଜଙ୍ଗଲ ମଞ୍ଜୁରୀ, ଯାହାଫଳରେ ଆଉ ପାଦେ ଆଗକୁ ବଢ଼ିଛି ବିମାନବନ୍ଦର ନିର୍ମାଣ ପ୍ରକ୍ରିୟା ।
What's Your Reaction?