ପୂର୍ବତନ ବିଧାୟକ ଧନେଶ୍ଵର ମାଝୀଙ୍କ ପରଲୋକ
![ପୂର୍ବତନ ବିଧାୟକ ଧନେଶ୍ଵର ମାଝୀଙ୍କ ପରଲୋକ](https://kalingascroll.in/uploads/images/202410/image_870x_67066448ec441.jpg)
୮୩ ବର୍ଷ ବୟସରେ ପୂର୍ବତନ ବିଧାୟକ ଧନେଶ୍ଵର ମାଝୀଙ୍କ ପରଲୋକ । ହୃଦଘାତରେ ତାଙ୍କର ଦେହାନ୍ତ ହୋଇଥିବା ମିଳିଛି ସୂଚନା। ଧନେଶ୍ବରଙ୍କ ବିୟୋଗରେ ସାରା ଅଞ୍ଚଳରେ ଖେଳିଯାଇଛି ଶୋକର ଛାୟା। କେସିଙ୍ଗା ଓ ନର୍ଲାରୁ ୫ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ଧନେଶ୍ବର । ସେ ରାଜ୍ଯସଭା ସାଂସଦ ଭାବେ ମଧ୍ଯ ହୋଇଥିଲେ ନିର୍ବାଚିତ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)