ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

Jul 5, 2024 - 12:21
 0  2
ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ପରଲୋକ

୯୩ ବର୍ଷ ବୟସରେ କାକଟପୁରର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କର ପରଲୋକ ।ଦୀର୍ଘ ଦିନ ହେଲା ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିବାବେଳେ ଗତକାଲି ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଘନିଷ୍ଠ ସହଯୋଗୀ ଥିଲେ ସୁରେନ୍ଦ୍ରନାଥ ନାୟକ । କାକଟପୁରରୁ ସେ  ହୋଇଥିଲେ ୭ ଥର ବିଧାୟକ। ତାଙ୍କ ମୃତ୍ୟୁକୁ ନେଇ ସବୁଠି ପ୍ରକାଶ ପାଇଛି ଶୋକ ।

What's Your Reaction?

like

dislike

love

funny

angry

sad

wow