ପ୍ରତି ଅଗ୍ନିବୀରଙ୍କୁ ମିଳିବ ଚାକିରି: ଅମିତ ଶାହ
ସେନାରୁ ଆସିଥିବା ପ୍ରତି ଅଗ୍ନିବୀରଙ୍କୁ ମିଳିବ ଚାକିରି । ଦେଶରେ ସେମାନଙ୍କ ପାଇଁ କରାଯାଇଛି ୨୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା। ହରିଆଣା ଫରିଦାବାଦ ସେକ୍ଟର ୧୨ରେ ଆୟୋଜିତ ଏକ ନିର୍ବାଚନ ରାଲିକୁ ସମ୍ବୋଧିତ କରି ଏପରି ପ୍ରତିଶ୍ରୁତି ଦେଇଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ।
What's Your Reaction?