ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଛି ପାକିସ୍ତାନ
![ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଛି ପାକିସ୍ତାନ](https://kalingascroll.in/uploads/images/202408/image_870x_66cb1d91be6ce.jpg)
ଆସନ୍ତା ଅକ୍ଟୋବର ମାସରେ ପାକିସ୍ତାନରେ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ ବୈଠକକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆମନ୍ତ୍ରଣ କରିଛି ପାକିସ୍ତାନ। ଚଳିତବର୍ଷ ପାକିସ୍ତାନ ଅଧ୍ୟକ୍ଷତାରେ ଇସଲାମାବାଦଠାରେ ଅକ୍ଟୋବର ୧୫ ଏବଂ ୧୬ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବ ଏହି ବୈଠକ । ତେବେ ପ୍ରଧାନମନ୍ତ୍ରୀ ଏହି ବୈଠକରେ ଯୋଗଦେଇ ନ ପାରନ୍ତି ବୋଲି ବିଶେଷ ସୂତ୍ରରୁ ମିଳିଛି ସୂଚନା । ଦୁଇ ଦେଶ ମଧ୍ୟରେ ସୀମା ବିବାଦ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଭାରତ ଏଥିରେ ଯୋଗଦେବ ନାହିଁ ବୋଲି କୁହାଯାଉଛି।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)