ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲାକୁ ସତର୍କତା

Aug 1, 2024 - 12:09
 0  2
ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୬ ଜିଲାକୁ  ସତର୍କତା

ଲଘୁଚାପ ପ୍ରଭାବରେ ସାରା ଓଡିଶାରେ ମେଘୁଆ ପାଗ ସାଙ୍ଗକୁ ଜାରି ରହିଛି ତୁହାକୁ ତୁହା ବର୍ଷା। ପ୍ରବଳ ବର୍ଷା ନେଇ ଆଜି ପାଇଁ ୨୨ ଜିଲାକୁ ଜାରି ହୋଇଛି ହଳଦିଆ ସତର୍କତା। ତେବେ କିଛି ସ୍ଥାନରେ ହୋଇପାରେ ପ୍ରବଳରୁ ଅତି ପ୍ରବଳ ବର୍ଷା । ବିଶେଷ କରି ସୁବର୍ଣ୍ଣପୁର, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ଢେଙ୍କାନାଳ ଏବଂ କଟକ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା। ଏସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

What's Your Reaction?

like

dislike

love

funny

angry

sad

wow