ପ୍ରମିଳାଙ୍କ ଭାଇଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ

Dec 18, 2024 - 12:47
 0  6
ପ୍ରମିଳାଙ୍କ ଭାଇଙ୍କ ଘରେ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଚଢାଉ

 ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ବଡ଼ଧରଣର ଚଢାଉ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ସମ୍ବଲପୁରରେ ଥିବା ବିଶ୍ୱ ଏନଜିଓର ମୁଖ୍ୟ କାର୍ଯ୍ୟାଳୟ ସମେତ ୩ଟି ସ୍ଥାନ ଏବଂ ଦିଲ୍ଲୀର ଗୋଟିଏ ସ୍ଥାନରେ କରାଯାଇଛି ଚଢାଉ। ବିଶ୍ବ ଏନଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ ଭାଇ ।ଏକାଧିକ ରାଷ୍ଟ୍ରାୟତ ଓ ଘରୋଇ ବ୍ୟାଙ୍କରୁ ଲୋନ ନେଇଥିଲେ କ୍ଷୀରୋଦ ,ହେଲେ ତାର କରିନଥିଲେ ପରିଷଦ। ଏଥିସହ ବିଶ୍ୱ ଏନଜିଓର ୨୩୧ କୋଟି ଟଙ୍କା ଠକେଇ  କରି ଚଳିତ ନିର୍ବାଚନ କାର୍ଯ୍ୟରେ ବ୍ୟବହାର କରାଯାଇଥିବା ମିଳିଛି ସୂଚନା । 

What's Your Reaction?

like

dislike

love

funny

angry

sad

wow