ପ୍ରଶ୍ନକାଳରେ ବିରୋଧୀଙ୍କ ହୋହଲ୍ଲା : ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି

Aug 27, 2024 - 11:35
 0  1
ପ୍ରଶ୍ନକାଳରେ ବିରୋଧୀଙ୍କ ହୋହଲ୍ଲା : ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି

ପ୍ରଶ୍ନକାଳରେ କଂଗ୍ରେସ ଓ ବିଜେଡି ସଦସ୍ୟଙ୍କ ହୋହଲ୍ଲା । ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି । ଜାତିଭିତ୍ତିକ ଜନଗଣନା ଆଲୋଚନା ଦାବିରେ ପ୍ରବଳ ହଟ୍ଟଗୋଳ ସହ ବାଚସ୍ପତିଙ୍କ ପୋଡିୟମ୍‌ ନିକଟରେ ନାରାବାଜି କରିଛନ୍ତି କଂଗ୍ରେସ ସଦସ୍ୟ। ତାରା ବାହିନୀପତି ଓ ଅଧିରାଜ ପାଣିଗ୍ରାହୀ ପୋଡ଼ିୟମକୁ ଚଢ଼ିବାକୁ କରିଛନ୍ତି ଉଦ୍ୟମ । ଦୁଇ ଦିନ ବିରତି ପରେ ଆଜି ପୁଣି ସରଗରମ ହୋଇଥିଲା ବିଧାନସଭା ଅଧିବେଶନ। ଆଜି ମଧ୍ୟ ପ୍ରଶ୍ନକାଳ ଆରମ୍ଭରୁ ଦେଖିବାକୁ ମିଳିଛି ବିରୋଧୀଙ୍କ ହଟ୍ଟଗୋଳ । 

What's Your Reaction?

like

dislike

love

funny

angry

sad

wow