ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ଜିତିଲେ ନୀରଜ

Aug 9, 2024 - 12:49
 0  6
ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ଜିତିଲେ ନୀରଜ

ପ୍ୟାରିସ ଅଲିମ୍ପିକ୍ସରେ ଭାରତ ପାଇଁ ପ୍ରଥମ ରୌପ୍ୟ ଜିତି ଇତିହାସ ରଚିଲେ ନୀରଜ ଚୋପ୍ରା। ଜାଭେଲିନ୍ ଥ୍ରୋ ଇଭେଣ୍ଟରେ ସେ  ୮୯.୪୫ ମିଟର ଜାଭଲିନ୍ ଫିଙ୍ଗି ଜିତିଛନ୍ତି ରୌପ୍ୟ ପଦକ। ସ୍ୱାଧୀନ ଭାରତର ପ୍ରଥମ ଆଥଲେଟ୍ ଭାବେ ଟୋକିଓ ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଏବଂ ଏବେ ପ୍ୟାରିସ ଅଲିମ୍ପିକ୍ସରେ ରୌପ୍ୟ ପଦକ ହାସଲ କରିଛନ୍ତି ନୀରଜ । ଚତୁର୍ଥ ଭାରତୀୟ ଖେଳାଳି ଭାବରେ ଜିତିଛନ୍ତି  ଦୁଇଟି ବ୍ୟକ୍ତିଗତ ଅଲିମ୍ପିକ୍ସ ପଦକ ।  ସେହିଭଳି ଅଲିମ୍ପିକ୍ ରେକର୍ଡ ୯୨.୯୭ ମିଟର ଜାଭଲିନ୍ ଫିଙ୍ଗି ସ୍ୱର୍ଣ୍ଣ ପଦକ ନିଜ ନାଁରେ କରିଛନ୍ତି ପାକିସ୍ତାନର ଅର୍ଶଦ୍ ନଦୀମ୍  ।

What's Your Reaction?

like

dislike

love

funny

angry

sad

wow