ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

Jul 15, 2024 - 14:13
 0  5
ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ରହିଛି ଏକ ଘୂର୍ଣ୍ଣିବଳୟ କ୍ଷେତ୍ର । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା ଏବଂ କୋରାପୁଟ ଜିଲାରେ ପ୍ରବଳ ବର୍ଷା ହେବାର ରହିଛି ସମ୍ଭାବନା।ଏହିସବୁ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି ହଳଦିଆ ସତର୍କତା। ଘୂର୍ଣ୍ଣିବଳୟ ୧୬ ତାରିଖ ସୁଦ୍ଧା ଲଘୁଚାପରେ ହେବ ପରିଣତ । ୧୯ ତାରିଖରେ ଏହା ଗଭୀର ଅବପାତରେ ପରିଣତ ହୋଇ ୨୧ ତାରିଖ ଯାଏ ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ଜିଲାରେ ପ୍ରବଳ ବର୍ଷା କରାଇବା ନେଇ କରାଯାଇଛି ପୂର୍ବାନୁମାନ ।

What's Your Reaction?

like

dislike

love

funny

angry

sad

wow