ବଡ଼ ଠାକୁର ପଡ଼ିଯିବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ

Aug 13, 2024 - 13:51
 0  4
ବଡ଼ ଠାକୁର ପଡ଼ିଯିବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ

ରଥଯାତ୍ରା ସମୟରେ ଆଡ଼ପ ପହଣ୍ଡି ବେଳେ ବଡ଼ ଠାକୁର ପଡ଼ିଯିବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ। ଏଥିପାଇଁ ଏକ ୩ଜଣିଆ କମିଟି ଗଢ଼ାଯାଇ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତରେ ବଳଭଦ୍ରଙ୍କ ମୁଖ୍ୟ ବାଡ଼ଗ୍ରାହୀଙ୍କୁ ଡାକି କମିଟି ପଚରାଉଚରା କରିଥିବା ବେଳେ ଦଇତାପତି, ପ୍ରତିହାରୀ, ଖୁଣ୍ଟିଆ ସେବକ, ଜେଟିପିଙ୍କୁ ମଧ୍ୟ ପଚରାଉଚରା ଜାରି ରଖିଛି କମିଟି। 

What's Your Reaction?

like

dislike

love

funny

angry

sad

wow