ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ।

Jan 27, 2026 - 16:39
 0  9
ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ।

ବଢ଼ିଲା ଅଙ୍ଗନବାଡି ଶିଶୁଙ୍କ ପୋଷାକର ସରକାରୀ ମୂଲ୍ୟ। ବାଳକଙ୍କ ପୋଷାକ ମୂଲ୍ୟ ୧୦୦ରୁ ବଢ଼ି ୧୭୫ ଟଙ୍କା ହୋଇଥିବା ବେଳେ ବାଳିକାଙ୍କ ପୋଷାକ ୧୫୦ରୁ ବଢ଼ି ହୋଇଛି ୨୫୦ ଟଙ୍କା ।ସେହି ପରି ଜୋତା ପାଇଁ ଖର୍ଚ୍ଚ ହେଉଥିବା ୧୦୦ ଟଙ୍କା ବଢ଼ି ୧୫୦ ଟଙ୍କା କରାଯାଇଛି ଧାର୍ଯ୍ୟ ।

What's Your Reaction?

like

dislike

love

funny

angry

sad

wow