ବଢିଲା ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କରଙ୍କ ସୁରକ୍ଷା

ଭାରତ ପାକିସ୍ତାନ ଉତ୍ତେଜନାକୁ ଦୃଷ୍ଟିରେ ରଖି ବଢ଼ିଲା କେନ୍ଦ୍ର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କରଙ୍କ ସୁରକ୍ଷା ବ୍ୟବସ୍ଥା । ତାଙ୍କ କାଫଲାରେ ଏବେ ବୁଲେଟପ୍ରୁଫ୍ କାର ସହ ଅଧିକ ଯବାନଙ୍କୁ କରାଯାଇଛି ସାମିଲ । କାରଣ ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ ବିଦେଶ ମନ୍ତ୍ରୀ ଜୟଶଙ୍କର ।ଦିଲ୍ଲୀ ସ୍ଥିତ ସରକାରୀ ବାସଭବନ ଚାରିପାଖରେ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କରାଯାଇଛି କଡ଼ାକଡ଼ି ।ପୂର୍ବରୁ ଜେଡ୍ କାଟାଗୋରୀ ସୁରକ୍ଷା ପାଇ ଆସୁଛନ୍ତି ବୈଦେଶିକ ମନ୍ତ୍ରୀ।
What's Your Reaction?






