ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

Dec 27, 2024 - 13:07
 0  5
ବଢିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ବଢିଲା ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ଡିସେମ୍ୱର ୩୧ରେ ତାଙ୍କ କାର୍ଯ୍ୟକାଳ ସରୁଥିବାବେଳେ ଆହୁରି  ୧ ବର୍ଷ ପାଇଁ କାର୍ଯ୍ୟକାଳ ବଢାଇଛନ୍ତି ସରକାର । ଗତ ଜୁନ୍‌ ୩୦ରେ ଓଡ଼ିଶା ନୂଆ ମୁଖ୍ୟଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ ମନୋଜ ଆହୁଜା।  ସେ ହେଉଛନ୍ତି ୧୯୯୦ ବ୍ୟାଚର ଆଇଏଏସ ଅଧିକାରୀ।ରାଜ୍ୟରେ ବିଜେପି ସରକାରଙ୍କ ନିର୍ବାଚନୀ ପ୍ରତିଶ୍ରୁତିକୁ ସରକାରୀ ସ୍ତରରେ କାର୍ଯ୍ୟକାରୀ କରିବାରେ ମନୋଜଙ୍କର ରହିଛି ବେଶ୍ ଗୁରୁତ୍ୱପୂର୍ଣ୍ଣ ଭୂମିକା।

What's Your Reaction?

like

dislike

love

funny

angry

sad

wow