ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି

Aug 30, 2024 - 12:26
 0  1
ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି

ବଢିଲା ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଯୋଜନାର ଅବଧି। ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମିଳୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟବୀମା ଯୋଜନାକୁ ଆଉ ଏକ ବର୍ଷ ବୃଦ୍ଧି କରିଛନ୍ତି ମୋହନ ସରକାର । ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତଥିଲା ଏହାର ସମୟ ସୀମା । ତେଣୁ ଗତ ବର୍ଷର ତାଲିକା ଚଳିତ ବର୍ଷ ମଧ୍ୟ କାର୍ଯ୍ୟ କରିବ ବୋଲି ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ  ।

What's Your Reaction?

like

dislike

love

funny

angry

sad

wow