ବଦଳିଲା ସଂସଦର ମୌସୁମୀ ଅଧିବେଶନ ତାରିଖ
The dates for the Monsoon Session of Parliament have been revised. Originally scheduled to be held from July 21 to August 12, the session will now continue from July 21 to August 21. This update was shared by Union Minister Kiren Rijiju, and the new schedule has been approved by President Droupadi Murmu.

ବଦଳିଲା ସଂସଦର ମୌସୁମୀ ଅଧିବେଶନ ତାରିଖ । ଜୁଲାଇ ୨୧ରୁ ଅଗଷ୍ଟ ୧୨ ଭିତରେ ବସିବାକୁ ଥିବା ସଂସଦର ମୌସୁମୀ ଅଧିବେଶନ ଏବେ ଜୁଲାଇ ୨୧ରୁ ଅଗଷ୍ଟ ୨୧ ତାରିଖ ପର୍ଯ୍ୟନ୍ତ ଚାଲିବ । ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ ।ସଂସଦର ମୌସୁମୀ ଅଧିବେଶନର ଏହି ନୂଆ ତାରିଖକୁ ମଞ୍ଜୁରି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
What's Your Reaction?






