ବନ୍ଦ ରହିବ ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ

Apr 23, 2025 - 13:01
 0  3
ବନ୍ଦ ରହିବ ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ

ବନ୍ଦ ରହିବ ଅଙ୍ଗନବାଡି , ଶିଶୁବାଟିକା ଠାରୁ ଆରମ୍ଭ କରି ଦ୍ବାଦଶ ଶ୍ରେଣୀ ପର୍ଯ୍ୟନ୍ତ , ରାଜ୍ୟର ସମସ୍ତ ସରକାରୀ ବେସରକାରୀ ଶିକ୍ଷାନୁଷ୍ଠାନ  ରାଜ୍ୟରେ ବର୍ତ୍ତମାନ ଚାଲିଥିବା ଭୀଷଣ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପିଲାମାନଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ସମୀକ୍ଷା କରିବା ପରେ ଏଭଳି ନିଷ୍ପତ୍ତି ନେଇଛନ୍ତି  ସରକାର ।  ସେହିପରି ଉଭୟ ସରକାରୀ ବେସରକାରୀ କଲେଜ ପିଲାମାନଙ୍କ ପାଇଁ ରାଜ୍ୟ ସରକାର ଏପ୍ରିଲ ୨୩ ତାରିଖ ଠାରୁ ଦିନ ପାଇଁ କରିଛନ୍ତି ଛୁଟି ଘୋଷଣା ଏହି ସମୟରେ ପୂର୍ବରୁ ନିର୍ଦ୍ଧାରିତ ପରୀକ୍ଷା ଗୁଡ଼ିକ ନିର୍ଦ୍ଦିଷ୍ଟ ତାରିଖରେ ହେବ ଏବଂ ସଂପୃକ୍ତ ଅଧିକାରୀମାନେ ଏଥିପ୍ରତି ଯତ୍ନବାନ ହେବାକୁ ଦିଆଯାଇଛି ନିର୍ଦ୍ଦେଶ

 

What's Your Reaction?

like

dislike

love

funny

angry

sad

wow