ବବିଙ୍କ ନାଁରେ ଥାନାରେ ଏତଲା
![ବବିଙ୍କ ନାଁରେ ଥାନାରେ ଏତଲା](https://kalingascroll.in/uploads/images/202407/image_870x_6687c9b809c25.jpg)
ପୂର୍ବତନ ବିଧାୟକ ତଥା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ନାଁରେ କ୍ୟାପିଟାଲ ଥାନାରେ ଏତଲା ଦେଲେ ଉଚ୍ଚନ୍ୟାୟଳୟ ଆଇନଜୀବୀ ସତ୍ୟ ଶିବ ସୁନ୍ଦର ମହାନ୍ତି । ପ୍ରଣବ ଦାସ ନିଜ ସରକାରୀ ବାସଭବନରେ କରିଥିବା ବେଆଇନ ନିର୍ମାଣରେ ଚାଲିଥିଲା ଅନୈତିକ କାର୍ୟ୍ୟ । ଏହାସହ ଏହି ଜାଗାରେ ନିର୍ମାଣ କାର୍ଯ୍ୟ ପାଇଁ ସେ ପ୍ରଶାସନଠାରୁ ନେଇନଥିଲେ ଅନୁମତି। ଏହି ନିର୍ମାଣ ସମ୍ପୂର୍ଣ୍ଣ ବେଆଇନ ହୋଇଥିବାରୁ ଏହାର ଉଚ୍ଚ ସ୍ତରୀୟ ତଦନ୍ତ କରିବାକୁ ଦାବି କରିଛନ୍ତି ଆଇନଜୀବୀ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)