ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

Aug 13, 2024 - 12:33
 0  7
ବରଗଡ ଧନୁଯାତ୍ରାର ପୂର୍ବତନ କଂସ ମହାରାଜା ଗୋପାଳ ସାହୁଙ୍କ ପରଲୋକ

୭୦ ବର୍ଷ ବୟସରେ ପଶ୍ଚିମ ଓଡ଼ିଶାର ସୁନାମଧନ୍ୟ କଳାକାର ତଥା ପୂର୍ବତନ କଂସ ମହାରାଜ ଗୋପାଳ ସାହୁଙ୍କ ପରଲୋକ । ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ବରଗଡ଼ରେ ଦୀର୍ଘ ୨୩ ବର୍ଷ ଧରି କଂସ ଭୂମିକାରେ ଅଭିନୟ କରିଆସୁଥିଲେ ଗୋପାଳ । ଦୀର୍ଘ ଦିନ ଧରି ଅସୁସ୍ଥ ଥିବାରୁ ଘରୋଇ ହାସପାତାଳରେ ହେଉଥିଲା ତାଙ୍କର ଚିକିତ୍ସା । ଆଜି ସକାଳୁ ତାଙ୍କର ମୁତ୍ୟୁ ଘଟିଥିବା ମିଳିଛି ସୂଚନା ।

What's Your Reaction?

like

dislike

love

funny

angry

sad

wow