ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛି ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ। ଆସନ୍ତା ୨୪ ଘଣ୍ଟାରେ ନେଇପାରେ ଲଘୁଚାପର ରୂପ । ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଆଶଙ୍କା ଥିବା ନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
What's Your Reaction?






