ବିଜେଡିର ବସିବ ବଡ଼ ବୈଠକ।
ବିଜେଡିର ବସିବାକୁ ଯାଉଛି ବଡ଼ ବୈଠକ। ଏଥିରେ ଅଧ୍ୟକ୍ଷତା କରିବେ ଖୋଦ୍ ବିଜେଡି ମୂଖ୍ୟ ନବୀନ ପଟ୍ଟନାୟକ। ଆସନ୍ତା ୨୭ ତାରିଖ ଶୁକବ୍ରାର ଶଙ୍ଖ ଭବନରେ ଏକାଠି ହେବେ ବିଜେଡିର ସବୁ ବରିଷ୍ଠ ନେତା ଓ ଜିଲା ସଭାପତି। ପ୍ରତି ଜିଲାକୁ ଯାଇ ଦଳୀୟ କର୍ମୀ ଓ ନେତାଙ୍କୁ ଭେଟି ନିର୍ବାଚନ ପରାଜୟର କାରଣ ଖୋଜିବା ସହ ଦଳକୁ କିପରି ପୂର୍ବପରି ସୁଦୃଢ କରିହେବ ସେନେଇ ହେବ ଆଲୋଚନା।
What's Your Reaction?