ବିଜେପିରେ ଯୋଗଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ବିଜେପିରେ ଯୋଗଦେଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ

ପଦ୍ମ ଧରିଲେ ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ।ନିଜ ସମର୍ଥକଙ୍କ ସହ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି  ସୁନନ୍ଦା । ତାଙ୍କ ସ୍ୱାମୀ ଦେବେନ୍ଦ୍ର ଦାସ ମଧ୍ୟ ବିଜେପିରେ ହୋଇଛନ୍ତି ସାମିଲ ।ଗତ କିଛି ଦିନ ତଳେ ବିଜେଡି ନେତୃତ୍ବ ବିରୋଧରେ ଅଭିଯୋଗ ଆଣି ଦଳ ଛାଡିଥିଲେ ସୁନନ୍ଦା ।