ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ
![ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ](https://kalingascroll.in/uploads/images/202408/image_870x_66c979b1e8b5f.jpg)
ବିଧାନସଭା ଅଧିବେଶନର ଆଜି ପଞ୍ଚମ ଦିନ। ଶୂନ୍ୟକାଳରୁ ଗୃହ କାର୍ଯ୍ୟ ଆରମ୍ଭ ହେଉଥିବାରୁ ବିଧାନସଭା ରହିପାରେ ବେଶ୍ ସରଗରମ। ଚିକିଟି ମଦ ମୃତ୍ୟୁ ମାମଲାରେ ଅବକାରୀ ମନ୍ତ୍ରୀଙ୍କର ଇସ୍ତଫା ଦାବି, ସୁଭଦ୍ରା ଯୋଜନା ଏସଓପିକୁ ନେଇ ମୁହାଁମୁହିଁ ହୋଇପାରନ୍ତି ଶାସକ -ବିରୋଧୀ। ଏହାସହ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସଙ୍ଗ ଉଠିପାରେ ଶୂନ୍ୟକାଳରେ। ବିରୋଧୀ ବିଜେଡି ପକ୍ଷରୁ ଅଣାଯିବ ମୁଲତବୀ ପ୍ରସ୍ତାବ। ସେହିପରି ୯ ତାରିଖର ନିର୍ମାଣ ଓ ଗ୍ରାମ୍ୟ ଉନ୍ନୟନ ବିଭାଗର ଖର୍ଚ୍ଚ ଦାବି ହେବ ଆଲୋଚନା ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)