ବିଧାନସଭାକୁ ମୋବାଇଲ୍ ଫୋନ୍ ଓ ପାଣି ବୋତଲ ମନା

Aug 28, 2024 - 14:45
 0  3
ବିଧାନସଭାକୁ ମୋବାଇଲ୍ ଫୋନ୍ ଓ ପାଣି ବୋତଲ ମନା

ବିଧାନସଭାକୁ ମୋବାଇଲ୍ ଫୋନ୍ ଓ ପାଣି ବୋତଲ ମନା। ଏଣିକି ବିଧାନସଭା ଗୃହ ଭିତରେ କେହି ମୋବାଇଲ ଓ ପାଣି ବୋତଲ ବ୍ୟବହାର ନ କରିବା ପାଇଁ ଆଜି ନର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୁରମା ପାଢୀ। ଗୃହରେ ବିଧାୟକ ମାନେ ଫୋନରେ ଫୋଟ ଉଠାଉଥିବାରୁ ମୋବାଇଲ୍ ବ୍ୟବହାର ଉପରେ କଟକଣା ଲଗାଇଛନ୍ତି ବାଚସ୍ପତି। ସେହିପରି ବିଧାନସଭା ବାହାରେ ପାଣିରେ ପର୍ଯ୍ୟାପ୍ତ ବ୍ୟବସ୍ଥା ରହିଛି । କିନ୍ତୁ ବିଧାୟକ ମାନେ ପାଣି ବୋତଲ ନେଇ ଗୃହକୁ ଆସୁଛନ୍ତି । ଏଥିରୁ କ୍ଷାନ୍ତ ରହିବା  ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ।

What's Your Reaction?

like

dislike

love

funny

angry

sad

wow