ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା
ରାଜ୍ୟରେ ଦିନକୁ ଦିନ ବଢୁଛି ଖରା। ଆସନ୍ତା ୩ ଦିନରେ ତାପମାତ୍ରା ୨ରୁ ୪ ଡିଗ୍ରୀ ବଢିବ ବୋଲି ଆକଳନ କରିଛି ପାଣିପାଗ କେନ୍ଦ୍ର। ତେବେ ତାତି ବଢିଲେ ବି ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେବାର ରହିଛି ସମ୍ଭାବନା । ଆଜି ୭ ଜିଲ୍ଲା- ବାଲେଶ୍ବର,ଭଦ୍ରକ, ଗଜପତି, ଗଞ୍ଜାମ, ମାଲକାନଗିରି, ରାୟଗଡ଼ା ଓ କୋରାପୁଟର କିଛି ସ୍ଥାନରେ ହୋଇପାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ।
What's Your Reaction?