ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଦ୍ୱିତୀୟ କ୍ୟାବିନେଟ ବୈଠକ

Jul 9, 2024 - 12:35
 0  3
ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ  ଅନୁଷ୍ଠିତ ହେବ  ଦ୍ୱିତୀୟ କ୍ୟାବିନେଟ ବୈଠକ

ବୁଧବାର ବିଜେପି ସରକାରର ଅନୁଷ୍ଠିତ ହେବ ଦ୍ୱିତୀୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ଦିନ ୧୧.୩୦ରେ ଅନୁଷ୍ଠିତ ହେବ କ୍ୟାବିନେଟ ବୈଠକ। ଏହି ବୈଠକରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କରାଯିବ ଆଲୋଚନା ପ୍ରଥମ କ୍ୟାବିନେଟ୍ବୈଠକରେ ହୋଇଥିବା ନିଷ୍ପତ୍ତିର ବର୍ତ୍ତମାନର ସ୍ଥିତି ଏବଂ ଏହାକୁ କିପରି ସୁରୁଖୁରୁରେ କାର୍ଯ୍ୟକାରୀ କରାଯାଉଛି କିମ୍ବା କରାଯିବ; ସେନେଇ ବୈଠକରେ ହେବ ଆଲୋଚନା ସେହିପରି ମୋହନ ସରକାର ନିଜର ୧୦୦ ଦିନିଆ କାର୍ଯ୍ୟ ଖସଡ଼ା ଉପରେ ଗୁରୁତ୍ୱ ଦେଉଥିବା ବେଳେ ବୈଠକରେ ଆଉ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ ବୋଲି ଜଣାପଡ଼ିଛି।

What's Your Reaction?

like

dislike

love

funny

angry

sad

wow