ବୈକୁଣ୍ଠ ଧାମ ଆଶ୍ରମ ଉପରୁ ହଟିଲା ସୁରକ୍ଷା
ବୈକୁଣ୍ଠ ଧାମ ଆଶ୍ରମ ଉପରୁ ହଟିଲା ସୁରକ୍ଷା । ଅନ୍ତରୀଣ ସୁରକ୍ଷା ହଟାଇଲେ ହାଇକୋର୍ଟ । ଫେବୃଆରୀ ୩ରେ ଜବାବ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ଆଶ୍ରମ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଥିବା ସରକାରୀ ଅନୁମତି ପତ୍ର ନକଲି ଥିବା ଦର୍ଶାଇ ରାଜ୍ୟସରକାରଙ୍କ ପକ୍ଷରୁ କୋର୍ଟରେ ଦାଖଲ କରାଯାଇଛି ସତ୍ୟପାଠ।ଏହା ଉପରେ ଫେବୃୟାରୀ ୩ ତାରିଖରେ କୋର୍ଟରେ ଜବାବ୍ ଦାଖଲ କରିବେ ଆଶ୍ରମ କର୍ତ୍ତୃପକ୍ଷ । ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଫେବୃୟାରୀ ୩ ତାରିଖକୁ ଧାର୍ଯ୍ୟ କରିଛନ୍ତି ଉଚ୍ଚ ଅଦାଲତ ।
What's Your Reaction?