ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ଭାବେ ଦାୟିତ୍ବ ଗ୍ରହଣ କଲେ ସଞ୍ଜୟ ମଲହୋତ୍ରା

ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ଭାବେ ଦାୟିତ୍ବ ଗ୍ରହଣ କଲେ ସଞ୍ଜୟ ମଲହୋତ୍ରା

ଭାରତୀୟ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର ଭାବେ ଆଜି ଦାୟିତ୍ବ ଗ୍ରହଣ କରିଛନ୍ତି ସଞ୍ଜୟ ମଲହୋତ୍ରା । ଭାରତୀୟ ରିଜର୍ଭ ବ୍ୟାଙ୍କର ୨୬ତମ ଗଭର୍ଣ୍ଣର ହୋଇଛନ୍ତି ସଞ୍ଜୟ । ରାଜସ୍ବ ସଚିବରୁ ଭାରତୀୟ ରିଜର୍ଭ ବ୍ୟାଙ୍କର ଗଭର୍ଣ୍ଣର ହୋଇଥିବା ସଞ୍ଜୟ ମଲହୋତ୍ରା ଆସନ୍ତା ୩ ବର୍ଷ ପାଇଁ ଗ୍ରହଣ କରିଛନ୍ତି ଦାୟିତ୍ବ  ।