ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ

Aug 31, 2024 - 11:26
 0  1
ଭିଜିଲାନ୍ସ ଜାଲରେ ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ

ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ  ଗଞ୍ଜାମ ଜିଲ୍ଲାର ଛତ୍ରପୁର ବ୍ଲକ ଶିକ୍ଷା ଅଧିକାରୀ ସୀତାରାମ ପାତ୍ରଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ବାସଭବନ ସମେତ ଏକାକାଳୀନ ତିନୋଟି ସ୍ଥାନ ଛତ୍ରପୁର କାର୍ଯ୍ୟାଳୟ, ବ୍ରହ୍ମପୁର ରାମକୃଷ୍ଣନଗର ଓ ପୋଲସରା ବାସଭବନରେ ଜାରି ରହିଛି ଚଢାଉ । ଚଢାଉ ପରେ ଜଣାପଡିବ ଜବତ ସମ୍ପତ୍ତିର ଆକଳନ । 

What's Your Reaction?

like

dislike

love

funny

angry

sad

wow